All deleted tweets from politicians

ରବିଧାନ ସଂଗ୍ରହ କାର୍ଯ୍ୟ ମଇ ମାସ ପ୍ରଥମ ସପ୍ତାହରୁ ଆରମ୍ଭ ହେବ। କରୋନା ଭୁତାଣୁ ସଂକ୍ରମଣ ପରିପ୍ରେକ୍ଷୀରେ ରବିଧାନ ସଂଗ୍ରହ ସମୟରେ ସାମାଜିକ ଦୂରତ୍ୱ ଓ ମାର୍ଗଦର୍ଶିକାକୁ କଡାକଡି ଭାବେ ପାଳନ କରାଯିବ। ଖାଦ୍ୟ ଯୋଗାଣ ବିଭାଗ ତରଫରୁ ଏହି ବିଷୟରେ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଅଛି।